Error In OPSC SDIPRO Exam: OPSC ପରିଚାଳିତ OIS ପରୀକ୍ଷାରେ ତ୍ରୁଟି; ଓପିଏସ୍ସି କହିଲା...
OPSC ପରିଚାଳିତ ଓଡ଼ିଶା ଇନଫର୍ମେସନ୍ ସର୍ଭିସ୍ ପରୀକ୍ଷାରେ ତ୍ରୁଟି । ସାମ୍ବାଦିକତା ଓ ଗଣଯୋଗାଯୋଗ ପେପରରେ ଶହେ ବଦଳରେ ୯୪ ନମ୍ବରର ପ୍ରଶ୍ନ । ପୂର୍ଣ୍ଣ ସଂଖ୍ୟାଠୁ ୬ ମାର୍କ କମ୍ ଥିବା ନେଇ ପରୀକ୍ଷାର୍ଥୀ ଆଣିଲେ ଅଭିଯୋଗ ।