Exam Paper Controversy: ପ୍ରଶ୍ନପତ୍ର ବିଭ୍ରାଟ: କାଲି ଅସନ୍ତୋଷ ଝାଡ଼ିଲେ, ଆଜି ସିଧାସିଧା ପରୀକ୍ଷା ବାତିଲ ଦାବି...
ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ୍-OSSC ଅଧ୍ୟକ୍ଷଙ୍କୁ ଭେଟି ଗତକାଲି ହୋଇଥିବା ଏଗଜାମ୍ ବାତିଲ ପାଇଁ ଦାବି ଜଣାଇଛନ୍ତି ଆଶାୟୀ। ଏକ୍ସାଇଜ୍ ଏବଂ ଟ୍ରାଫିକ୍ ସବ୍-ଇନିସପେକ୍ଟର ପରୀକ୍ଷାରେ ସାଂଘାତିକ ତ୍ରୁଟି ପରେ ଆଜି କମିଶନଙ୍କ ଅଫିସ୍ ଆଗରେ ପହଞ୍ଚିଥିଲେ ପରୀକ୍ଷାର୍ଥୀ।