Exam Tension: ଗୋଟିଏ ଦିନରେ ଦୁଇଟି ପରୀକ୍ଷା, ଚିନ୍ତାରେ ପରୀକ୍ଷାର୍ଥୀ

ଏକା ଦିନରେ ଦୁଇ ଦୁଇଟି ପରୀକ୍ଷାକୁ ନେଇ ଆଶାୟୀଙ୍କ ଭିତରେ ଦ୍ବନ୍ଦ୍ବ। ଆସନ୍ତା ୨୨ ତାରିଖରେ ଗୋଟିଏ ପଟେ ରେଲୱେ ରିକ୍ରୁଟମେଣ୍ଟ ବୋର୍ଡ ବା RRB ଦ୍ବାରା ଜୁନିୟର ଇଂଜିନିୟର ପରୀକ୍ଷା ଥିବା ବେଳେ ସେହିଦିନ OPSCର ଓଏଏସ୍ ମୁଖ୍ୟ ପରୀକ୍ଷା ବି ରହିଛି। ଅନେକ ଛାତ୍ରଛାତ୍ରୀ ଉଭୟ ପରୀକ୍ଷା ଦେଉଥିବାରୁ ସେହିଦିନ କେଉଁ ପରୀକ୍ଷା ଦେବେ, କେଉଁ ପରୀକ୍ଷା ଛାଡିବେ ତାକୁ ନେଇ ଏବେ ଦ୍ବନ୍ଦ୍ବରେ।

Exam Tension: ଗୋଟିଏ ଦିନରେ ଦୁଇଟି ପରୀକ୍ଷା, ଚିନ୍ତାରେ ପରୀକ୍ଷାର୍ଥୀ
Array