Fadnavis Cabinet Takes Oath: ଶୀତ ଅଧିବେଶନର ଦିନକ ପୂର୍ବରୁ ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ

ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ୨୧ ଦିନ ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ନାଗପୁରର ରାଜ ଭବନରେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ମନ୍ତ୍ରୀମାନଙ୍କୁ ଶପଥପାଠ କରାଇଛନ୍ତି।

Fadnavis Cabinet Takes Oath: ଶୀତ ଅଧିବେଶନର ଦିନକ ପୂର୍ବରୁ ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ
Array