Farmers in Plight: ଖୋଲା ଆକାଶ ତଳେ ପଡିରହିଛି ସୁନାର ଫସଲ...ଚାଷୀକୁ ବର୍ଷା ଚିନ୍ତା...

ଖୋଲା ଆକାଶ ତଲେ ପଡିରହିଛି ଚାଷୀର ବସ୍ତା ବସ୍ତା ଧାନ । ସହର ପାଖରେ ଥିବାରୁ, ନେତା, ମନ୍ତ୍ରୀ ଓ ଅଫିସର ଏହି ମଣ୍ଡିକୁ ଘନ ଘନ ଗସ୍ତ କରୁଛନ୍ତି । କିନ୍ତୁ ଠିକଠାକ ଉଠିପାରୁନି ଚାଷୀର ଧାନ । ଏବେ ଅଦିନିଆ ବର୍ଷା ଯୋଗୁଁ, ବାହାରେ ପଡିରହିଥିବା ବସ୍ତା ବସ୍ତା ଧାନ ଭିଜିବାରେ ଲାଗିଛି । ପଲିଥିନ ଢାଙ୍କି ଚାଷୀ ଧାନକୁ ସୁରକ୍ଷିତ ରଖିବାକୁ ଚେଷ୍ଟା କରି ବିଫଳ ହେଉଛି ।

Farmers in Plight: ଖୋଲା ଆକାଶ ତଳେ ପଡିରହିଛି ସୁନାର ଫସଲ...ଚାଷୀକୁ ବର୍ଷା ଚିନ୍ତା...
Array