Fear of War Again: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ପୁଣି ଯୁଦ୍ଧ ଆଶଙ୍କା...ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଫତୱା
ଇରାନ୍-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଲାଗି ରହିଥିଲା । ଏବେ ଅସ୍ତ୍ର ବିରତି ରହିଛି। ତଥାପି ଇରାନ୍ ଚୁପ୍ ହୋଇ ବସିବା ରାଷ୍ଟ୍ର ନୁହେଁ। ଦୁଇ ରାଷ୍ଟ୍ର ମଧ୍ୟରେ ତିକ୍ତତା ଲାଗି ରହିଛି। ସେହିପରି ଇରାନ୍, ଇସ୍ରାଏଲ ଓ ଆମେରିକା ମଧ୍ୟରେ କିଛି ବି ଠିକ୍ ନାହିଁ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ବିରୋଧରେ ଇରାନ୍ ଫତୱା ଜାରି କରିଛି ।