Fighter Aircraft Crashed: କ୍ରାସ୍‌ ହେଲା IAF ଫାଇଟର ଜେଟ୍, ଦୁର୍ଘଟଣା ପରେ ଜଳିଗଲା ଯୁଦ୍ଧ ବିମାନ

ଏହି ଫାଇଟର୍‌ ଜେଟ୍‌ ଦୁର୍ଘଟଣା ପରେ ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି । ଯେଉଁଥିରେ ଦେଖିବାକୁ ମିଳୁଛି କି ଜଣେ ପାଇଲଟ୍ ଆହତ ଅବସ୍ଥାରେ ତଳେ ପଡ଼ିଛନ୍ତି ଏବଂ ତାଙ୍କ ଚାରିପାଖରେ ଲୋକଙ୍କ ଭିଡ଼ ଜମିଛି ।

Fighter Aircraft Crashed: କ୍ରାସ୍‌ ହେଲା IAF ଫାଇଟର ଜେଟ୍, ଦୁର୍ଘଟଣା ପରେ ଜଳିଗଲା ଯୁଦ୍ଧ ବିମାନ
Array