Fire Breaks Out: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ଅଘଟଣ, ଜଳିଗଲା ୧୦ ମାଛଧରା ବୋଟ୍

ପାରଦୀପ ନେହରୁ ବଙ୍ଗଳା ମାଛଧରା ଜେଟିରେ ନିଆଁ ଲାଗିବା ଖବର ପାଇ ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀ ପହଞ୍ଚିଥିଲେ। ଘଟଣାସ୍ଥଳରେ ୮ ଅଗ୍ନିଶମ ଟିମ୍ ପହଞ୍ଚି ନିଆଁ ଲିଭା କାମରେ ଲାଗିଥିଲେ ।

Fire Breaks Out: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ଅଘଟଣ, ଜଳିଗଲା ୧୦ ମାଛଧରା ବୋଟ୍
Array