Fire Breaks Out: ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ; ଜଳୁଛି ମିକ୍ସଚର ଫ୍ୟାକ୍ଟ୍ରି

ଆଜି ଭୋର ୫ଟା ସମୟରେ ମିକ୍ସଚର ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ମାଲିକଙ୍କୁ ଫୋନ୍ କରିଥିଲେ ଓ ଏଥିସହ ଅଗ୍ନିଶମ ବାହିନୀକୁ ଜଣାଇଥିଲେ।୩ ଟି ଅଗ୍ନିଶମ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି।

Fire Breaks Out: ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ; ଜଳୁଛି ମିକ୍ସଚର ଫ୍ୟାକ୍ଟ୍ରି
Array