First Session of Delhi Legislative Assembly Begins Today, Atishi Named Leader of Opposition
ଦିଲ୍ଲୀରେ ବିଜେପି ସରକାର ଗଢ଼ିବା ପରେ, ଆଜି ଠାରୁ ଆରମ୍ଭ ହେବ ପ୍ରଥମ ବିଧାନସଭା ଅଧିବେଶନ। ଅପରପକ୍ଷେ ଆପ୍ ପ୍ରଥମ ଥର ପାଇଁ ବିରୋଧୀ ଦଳ ଆସନରେ ବସିବାକୁ ଥିବା ବେଳେ, ପୂର୍ବତନ ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ବିରୋଧୀ ଦଳ ନେତା ବଛାଯାଇଛି। #Delhi