Flood in Baleswar: ସୁବର୍ଣ୍ଣରେଖା-ବୁଢାବଳଙ୍ଗ ବନ୍ୟାରେ ଉବୁଟୁବୁ ଉତ୍ତର ଓଡ଼ିଶା

ସପ୍ତାହକ ଭିତରେ ବାଲେଶ୍ବର ଜିଲ୍ଲାରେ ଦ୍ବିତୀୟ ବନ୍ୟା ସୃଷ୍ଟି ହୋଇଛି। ବାଲେଶ୍ବର ଜିଲ୍ଲାର ୩୦ରୁ ଅଧିକ ପଞ୍ଚାୟତ ବନ୍ୟାରେ ପ୍ରଭାବିତ ହୋଇଥିବା ବେଳେ ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି।

Flood in Baleswar: ସୁବର୍ଣ୍ଣରେଖା-ବୁଢାବଳଙ୍ଗ ବନ୍ୟାରେ ଉବୁଟୁବୁ ଉତ୍ତର ଓଡ଼ିଶା
Array