Floods And Landslides: ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ, ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ନଦୀ
ମଣ୍ଡିରେ ୪ଟି ସ୍ଥାନରେ ବାଦଲ ଫଟା ବର୍ଷା । ହିମାଚଳରେ ବନ୍ୟା ଯୋଗୁଁ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୬ଜଣ ନିଖୋଜ ଅଛନ୍ତି । ୧୦ଟି ଘର ଭାଙ୍ଗିଯାଇଛି । ଗତକାଲି ବିଳମ୍ବିତ ରାତିରୁ ମଣ୍ଡିରେ ପ୍ରବଳ ବର୍ଷା ହେଉଛି ।