FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା: ଉଚ୍ଚଶିକ୍ଷାମନ୍ତ୍ରୀ କହିଲେ ତଦନ୍ତ ପରେ କଡ଼ା ପଦକ୍ଷେପ

ଭୁବନେଶ୍ୱର,୧୩ା୭: ବାଲେଶ୍ୱର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରତିକ୍ରିୟା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୩ ଜଣିଆ ଉଚ୍ଚସ୍ତରୀୟ ତଦନ୍ତ ଟିମ୍‌ ବାଲେଶ୍ବର ଯାଇଛନ୍ତି। ତଦନ୍ତ ରିପୋର୍ଟ ଆସିଲେ କଡ଼ା ଆକ୍ସନ ନିଆଯିବ। ଉକ୍ତ ଘଟଣାରେ କଠୋର ପଦକ୍ଷେପ ନେବାରେ କେବେ ଅବହେଳା କରାଯିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହିତ ପୀଡ଼ିତା ଛାତ୍ରୀଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଭେଟିବେ ବୋଲି ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। AIIMS […] The post FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା: ଉଚ୍ଚଶିକ୍ଷାମନ୍ତ୍ରୀ କହିଲେ ତଦନ୍ତ ପରେ କଡ଼ା ପଦକ୍ଷେପ appeared first on Dharitri Odia News.

FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା: ଉଚ୍ଚଶିକ୍ଷାମନ୍ତ୍ରୀ କହିଲେ ତଦନ୍ତ ପରେ କଡ଼ା ପଦକ୍ଷେପ

ଭୁବନେଶ୍ୱର,୧୩ା୭: ବାଲେଶ୍ୱର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରତିକ୍ରିୟା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୩ ଜଣିଆ ଉଚ୍ଚସ୍ତରୀୟ ତଦନ୍ତ ଟିମ୍‌ ବାଲେଶ୍ବର ଯାଇଛନ୍ତି। ତଦନ୍ତ ରିପୋର୍ଟ ଆସିଲେ କଡ଼ା ଆକ୍ସନ ନିଆଯିବ। ଉକ୍ତ ଘଟଣାରେ କଠୋର ପଦକ୍ଷେପ ନେବାରେ କେବେ ଅବହେଳା କରାଯିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।

ଏଥିସହିତ ପୀଡ଼ିତା ଛାତ୍ରୀଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଭେଟିବେ ବୋଲି ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। AIIMS ଯାଇ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ପୀଡ଼ିତାଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।

The post FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା: ଉଚ୍ଚଶିକ୍ଷାମନ୍ତ୍ରୀ କହିଲେ ତଦନ୍ତ ପରେ କଡ଼ା ପଦକ୍ଷେପ appeared first on Dharitri Odia News.