Food Distribution To Poor: ଦିନେ କି ଦୁଇଦିନ ନୁହେଁ, ୧୦ ବର୍ଷ ହେଲା ଗରିବଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି ଏହି ସ୍ୱାମୀ-ସ୍ତ୍ରୀ

ଦୀର୍ଘ ୧୦ ବର୍ଷ ହେଲା ଚାଲିଥିବା ଏହି ସେବାରୁ କେବେ ଅବସର ନେବା କଥା ଭାବିନାହାନ୍ତି ମନୋରଞ୍ଜନ। ପ୍ରତ୍ୟେକଦିନ ଦିନ ସକାଳୁ ଉଠି ପରିବା ଆଣିବାକୁ ହାଟକୁ ଯାଆନ୍ତି ଆଉ ହାଟରୁ ତଟକା ତଟକା ପରିବା ଆଣି ସ୍ତ୍ରୀ ଆଗରେ ଗଦେଇ ଦିଅନ୍ତି .... ସେପଟେ ସ୍ତ୍ରୀ ମାଣିକ ରୋଷେଇ କରି ଅତି ଶ୍ରଦ୍ଧାର ସହ ପଠେଇ ଦିଅନ୍ତି ଲୋକଙ୍କ ପାଇଁ...।

Food Distribution To Poor: ଦିନେ କି ଦୁଇଦିନ ନୁହେଁ, ୧୦ ବର୍ଷ ହେଲା ଗରିବଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି ଏହି ସ୍ୱାମୀ-ସ୍ତ୍ରୀ
Array