Football Player: ଫୁଟବଲ୍ ଖେଳୁଥିଲା ବେଳେ ଚାଲିଗଲା ଜୀବନ, ପରିବାର ଲୋକ ଆଖି ଦାନ କରି ଦେଲେ ମହାନତାର ପରିଚୟ

ପଡ଼ିଆରେ ଖେଳୁଥିବା ବେଳେ ହଠାତ୍ ଅସୁସ୍ଥ ହୋଇ ଅଚେତ୍ ହୋଇ ପଡ଼ିଥିଲେ l ଉପସ୍ଥିତ ଲୋକମାନେ ତାଙ୍କ ମୁହଁରେ ପାଣି ଛିଞ୍ଚିବା ପରେ ତାଙ୍କର ଚେତା ଫେରିଥିଲା । ଚେତା ଆସିବା ପରେ ସେ ଅଳ୍ପ ପାଣି ପିଇ ପୁଣି ଖେଳିବାକୁ ବାହାରିଥିଲେ । ସାଥୀ ଖେଳାଳିମାନେ ତାଙ୍କୁ ଖେଳିବାକୁ ବାରଣ କରିଥିଲେ ମଧ୍ୟ କିଛି ହୋଇନି କହି ସେ ପୁଣି ପଡିଆକୁ ଯାଇଥିଲେ। ଫୁଟବଲ୍ ବି ଖେଳିଥିଲେ। କିନ୍ତୁ କିଛି ସମୟ ପରେ ଆଉ ଥରେ ଅସୁସ୍ଥ ହୋଇପଡିଥିଲେ।

Football Player: ଫୁଟବଲ୍ ଖେଳୁଥିଲା ବେଳେ ଚାଲିଗଲା ଜୀବନ, ପରିବାର ଲୋକ ଆଖି ଦାନ କରି ଦେଲେ ମହାନତାର ପରିଚୟ
Array