Forest guard shot dead by poachers: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ

ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜର କଇ ରିଜର୍ଭରେ ୧୩ ଜଣ କର୍ମଚାରୀ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳିମାଡରେ ଜଣେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନଙ୍କ ମୃତ୍ୟୁ ହୋଇଛି । ୪ ଜଣ ଶିକାରୀଙ୍କୁ ଅଟକ ରଖାଯାଇଛି । 

Forest guard shot dead by poachers:  ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ
Array