Former Union Min Debendra Pradhan's Mortal Remains Reach Bhubaneswar from Delhi
ଓଡ଼ିଶାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ପହଞ୍ଚିଛି। ଏୟାର ଇଣ୍ଡିଆର ବିମାନ ଯୋଗେ ମରଶରୀର ନୂଆଦିଲ୍ଲୀରୁ ଭୁବନେଶ୍ଵର ବିମାନବନ୍ଦରରେ ଅଣାଯାଇଛି। ବିମାନବନ୍ଦରରେ ମରଶରୀରକୁ ଗାର୍ଡ ଅଫ୍ ଅନର ଦିଆଯାଇଛି ! #
ଓଡ଼ିଶାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ପହଞ୍ଚିଛି। ଏୟାର ଇଣ୍ଡିଆର ବିମାନ ଯୋଗେ ମରଶରୀର ନୂଆଦିଲ୍ଲୀରୁ ଭୁବନେଶ୍ଵର ବିମାନବନ୍ଦରରେ ଅଣାଯାଇଛି। ବିମାନବନ୍ଦରରେ ମରଶରୀରକୁ ଗାର୍ଡ ଅଫ୍ ଅନର ଦିଆଯାଇଛି !
#