Foundation Day: ଆଇଆଇଟି ଧାନବାଦ ଓ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର
ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟର ଦଶମ ପ୍ରତିଷ୍ଠା ଦିବସ ପାଳିତ । କୁଳପତି ପ୍ରଫେସର ଶ୍ୟାମସୁନ୍ଦର ପଟ୍ଟନାୟକ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ ।ଆଇଆଇଟି (ଆଇଏସଏମ) ଧାନବାଦ ଓ ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।