Fraud Bride: ବାହାଘର ଆଳରେ ଓଡ଼ିଶାରୁ ଯାଇ ଆନ୍ଧ୍ରରେ କରୁଥିଲେ ଲୁଟ୍; ବାନ୍ଧିଲା ପୋଲିସ୍

ମାଆ,ଝିଅ ବିବାହର ଏପରି ଆଳ ଦେଖାଇଥିଲେ, କେହି ବି ଟେର୍ ପାଇନଥିଲେ । ସମ୍ପୂର୍ଣ୍ଣ ବିବାହ ପରମ୍ପରା ପରି ରେଷ୍ଟୁରାଣ୍ଟରେ ବରଘର ପରିବାର ସହ ଦେଖା ସାକ୍ଷାତ ହୋଇଥିଲା । ଆଉ ଏହାପରେ ସର୍ବ ସମ୍ମତି କ୍ରମେ ହୋଇଥିଲା ନିର୍ବନ୍ଧ । ସମ୍ପୂର୍ଣ୍ଣ ଆନ୍ଧ୍ର ରୀତିନୀତିରେ ନିର୍ବନ୍ଧ ସରିଥିଲା । ମାତ୍ର ବହାଘର ଦିନ ଚମ୍ପଟ୍ ମାରିଥିଲେ ମାଆ ଏବଂ ଝିଅ ।

Fraud Bride: ବାହାଘର ଆଳରେ ଓଡ଼ିଶାରୁ ଯାଇ ଆନ୍ଧ୍ରରେ କରୁଥିଲେ ଲୁଟ୍; ବାନ୍ଧିଲା ପୋଲିସ୍
Array