Friend killed Friend: ମୋବାଇଲ୍ ପାଇଁ ସାଙ୍ଗକୁ ମାରିଲା ସାଙ୍ଗ, ଜଙ୍ଗଲରୁ ମିଳିଲା ମୃତଦେହ
କିଛିମାସ ତଳେ ଉଭୟ ଗୁସା ଓ କୁଣ୍ଡିଆ ପଣ୍ଡିଚେରୀରେ କାମ କରୁଥିଲେ। ସେହି ସମୟରେ ଗୁସା ଏକ ମୋବାଇଲ୍ କିଣିଥିବା ବେଳେ କୁଣ୍ଡିଆ ତାକୁ ଲୁଚାଇ ଦେଇଥିଲା। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବିବାଦ ହୋଇଥିଲା। ପରେ ଭୀଷଣ ଝଗଡ଼ାର ରୂପ ନେଇଥିବା କୁହାଯାଉଛି।