Gajapati: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ

ମୋହନା,୩୧।୧(ମନ୍ମଥ ମିଶ୍ର): ଗଜପତି ଜିଲା ଚାନ୍ଦିପୁଟ ଥାନା ଯୋଡ଼ାପଦର ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାରେ ଯାଇଥିବା ୧୧କେଭି ବିଦ୍ୟୁତ୍‌ ତାର ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସହ ଗ୍ରାମବାସୀ ୧୭ ଏ ନମ୍ବର ଜାତୀୟ ରାଜପଥ କଲେଜ ଛକ ନିକଟରେ ରାସ୍ତାରୋକୋ କରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି। ହେଲେ […] The post Gajapati: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ appeared first on Dharitri Odia News.

Gajapati: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ

ମୋହନା,୩୧।୧(ମନ୍ମଥ ମିଶ୍ର): ଗଜପତି ଜିଲା ଚାନ୍ଦିପୁଟ ଥାନା ଯୋଡ଼ାପଦର ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାରେ ଯାଇଥିବା ୧୧କେଭି ବିଦ୍ୟୁତ୍‌ ତାର ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ଅନ୍ୟପକ୍ଷେ କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସହ ଗ୍ରାମବାସୀ ୧୭ ଏ ନମ୍ବର ଜାତୀୟ ରାଜପଥ କଲେଜ ଛକ ନିକଟରେ ରାସ୍ତାରୋକୋ କରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି। ହେଲେ କ୍ଷତିପୂରଣ ଦାବିରେ ଗ୍ରାମବାସୀ ନିଜ ଜିଦ୍‌ରେ ଅଟଳ ରହିଛନ୍ତି।

The post Gajapati: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ appeared first on Dharitri Odia News.