Gold Price Decrease in Bhubaneswar: ଓଡ଼ିଆ ନର୍ବ ବର୍ଷରେ ଶସ୍ତା ହେଲା ସୁନା; ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ଦର...
ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷରେ ପୁଣି ଶସ୍ତା ହେଲା ସୁନା । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୧୫୦ ଟଙ୍କା ହ୍ରାସ ପାଇଛି ।