Gold Price in Odisha: ଗ୍ରାହକଙ୍କୁ ଛାନିଆ କଲାଣି ସୁନା ଦର; ଆଜି ଏତିକି ବଢିଲା...
ଭୁବନେଶ୍ୱର ବଜାରରେ ଆଜି ଖାଣ୍ଟି ସୁନା ବା ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୯୮ହଜାର ୩୫୦ ଟଙ୍କାରେ ପହଞ୍ଚିଛି। ସେହିପରି ଗହଣା ତିଆରି ହେଉଥିବା ୨୨ କ୍ୟାରେଟ ସୁନା ଦାମ ୧୦ ଗ୍ରାମ ପିଛା ୯୦ହଜାର ୧୫୦ ଟଙ୍କା ହୋଇଛି।