Gold Price Today, 7th Decmber 2024: ବଦଳିଲା ସୁନା ଦର,କିଣିବା ପୂର୍ବରୁ ଜାଣି ନିଅନ୍ତୁ କେତେ ଅଛି ଦାମ୍

ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍‌ ଲାଗିଥିବା ବେଳେ ପୁଣି ଥରେ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।

Gold Price Today, 7th Decmber 2024: ବଦଳିଲା ସୁନା ଦର,କିଣିବା ପୂର୍ବରୁ ଜାଣି ନିଅନ୍ତୁ କେତେ ଅଛି ଦାମ୍
Array