Gold Price Today, 9th Decmber 2024: ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ମୂଲ୍ୟ

ଏବେ ଚାଲିଛି ବିବାହ ଋତୁ । ସୁନା କିଣିବାକୁ ଗହଣା ଦୋକାନରେ ଭିଡ଼ । ଗତକାଲି ଅପେକ୍ଷା ଆଜି ସାମାନ୍ୟ ବଢିଛି ସୁନାର ଦାମ୍ । ତେବେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।

Gold Price Today, 9th Decmber 2024: ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ମୂଲ୍ୟ
Array