Gold Price Today: ଗ୍ରାହକଙ୍କୁ ଛାନିଆ କଲାଣି ସୁନା ଦର, ଆଜି ଏତିକି ବଢିଲା...

ଭୁବନେଶ୍ୱର ବଜାରରେ ଆଜି ଖାଣ୍ଟି ସୁନା ବା ୨୪ କ୍ୟାରେଟ ସୁନା ଦର ବଢି ୧୦ ଗ୍ରାମ ପିଛା ୯୭,୫୮୦ ଟଙ୍କା ହୋଇଛି । ୨୨ କ୍ୟାରେଟ୍ ସୁନା ୮୯,୪୫୦ ଟଙ୍କା ରହିଛି ।

Gold Price Today: ଗ୍ରାହକଙ୍କୁ ଛାନିଆ କଲାଣି ସୁନା ଦର, ଆଜି ଏତିକି ବଢିଲା...
Array