Gold Prices Hit All-Time High: ମହଙ୍ଗା ହେଲା ସୁନା; ୯୬ ହଜାର ପାର୍
ଭୁବନେଶ୍ୱର ବଜାରରେ ଆଜି ଖାଣ୍ଟି ସୁନା ବା ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୯୯୦ ଟଙ୍କା ବୃଦ୍ଧି ହୋଇଛି। ଏଥି ସହିତ ଦର ୯୬ ହଜାର ୧୭୦ ଟଙ୍କାରେ ପହଞ୍ଚିଛି। ସେହିପରି ଗହଣା ତିଆରି ହେଉଥିବା ୨୨ କ୍ୟାରେଟ ସୁନା ଦାମ ୧୦ ଗ୍ରାମ ପିଛା ୯୫୦ ଟଙ୍କା ବଢ଼ି ୮୮ ହଜାର ୧୫୦ ଟଙ୍କା ହୋଇଛି।