Gold Rate Update: ପୁଣି ଶସ୍ତା ହେଲା ସୁନା, ଆଜି ଏତିକି କମିଲା ଦର

ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୮,୨୧୦ ଟଙ୍କା ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୮୦ ଟଙ୍କା ହ୍ରାସ ପାଇବା ସହ ୯୭,୫୩୦ଟଙ୍କା ରହିଛି ।

Gold Rate Update: ପୁଣି ଶସ୍ତା ହେଲା ସୁନା, ଆଜି ଏତିକି କମିଲା ଦର
Array