Gold Rate: ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧,୦୦,୪୮୦  ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ଦର ୯୨,୧୦୦ ଟଙ୍କା ହୋଇଛି ।

Gold Rate: ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ମୂଲ୍ୟ
Array