Gopalpur Gangrape case:ଗଣଦୁଷ୍କର୍ମର ଭିଡିଓ ବନାଇଥିଲେ ଅଭିଯୁକ୍ତ, କ୍ରାଇମବ୍ରାଞ୍ଚ ହାତରେ ଡିଜିଟାଲ ପ୍ରମାଣ

ସିସିଟିଭି ଓ ମୋବାଇଲରୁ ମିଳିଛି ବଳିଷ୍ଠ ପ୍ରମାଣ। କ୍ରାଇମ୍ ସିନ୍ ସିସିଟିଭିରେ କଏଦ ହୋଇଥିବା ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଜିଜି ବିନୟତୋଷ ମିଶ୍ର। ଅଭିଯୁକ୍ତଙ୍କୁ ଦଣ୍ଡ ଦେବାକୁ ଯଥେଷ୍ଟ ପ୍ରମାଣ ରହିଛି।

Gopalpur Gangrape case:ଗଣଦୁଷ୍କର୍ମର ଭିଡିଓ ବନାଇଥିଲେ ଅଭିଯୁକ୍ତ, କ୍ରାଇମବ୍ରାଞ୍ଚ ହାତରେ ଡିଜିଟାଲ ପ୍ରମାଣ
Array