Government Closes Schools Temporarily: ଗ୍ରୀଷ୍ମପ୍ରବାହ; ଆଜିଠୁ ରାଜ୍ୟର ସବୁ ସ୍କୁଲ, କଲେଜ ଓ ଅଙ୍ଗନୱାଡ଼ି କେନ୍ଦ୍ର ଛୁଟି

ସକାଳ ୭ରୁ ସାଢ଼େ ୮ ଚାଲୁଥିବା ଅଙ୍ଗନବାଡି କେନ୍ଦ୍ର ବି ବନ୍ଦ ରହିବ। ଅଙ୍ଗନବାଡ଼ି ପିଲାଙ୍କ ଖାଦ୍ୟ ସେମାନଙ୍କ ଘରେ ପହଞ୍ଚାଯିବାକୁ ନିଷ୍ପତ୍ତି ହୋଇଛି। ସେହିପରି ଏହି ନିର୍ଦ୍ଦେଶନାମା ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ।

Government Closes Schools Temporarily: ଗ୍ରୀଷ୍ମପ୍ରବାହ; ଆଜିଠୁ ରାଜ୍ୟର ସବୁ ସ୍କୁଲ, କଲେଜ ଓ ଅଙ୍ଗନୱାଡ଼ି କେନ୍ଦ୍ର ଛୁଟି
Array