Group Clash in Cuttack: ହୋଲି ଖେଳ ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ଉଭୟ ଗୋଷ୍ଠୀ ପକ୍ଷରୁ ଢେଲା ପଥର ମାଡ଼

କଟକରେ ହୋଲି ଖେଳ ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଜଗତପୁର ବିଜୁ କଲୋନୀ ଓ ହରିଜନ ସାହି ମଧ୍ୟରେ ଏହି ଗଣ୍ଡଗୋଳ ହୋଇଥିଲା ।

Array