Gun Factory Kingpin Arrest: ଧରାପଡିଲା ବନ୍ଧୁକ ରାକେଟ ମାଷ୍ଟରମାଇଣ୍ଡ, ମୁଙ୍ଗେରରେ ମାଡିବସିଲା କ୍ରାଇମବ୍ରାଞ୍ଚ

କଟକ ବୟାଳିଶ ମୌଜା ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ମହମ୍ମଦ ଅସଲମ୍ ଗିରଫ । ବିହାର ମୁଙ୍ଗେରରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ STF ।

Gun Factory Kingpin Arrest: ଧରାପଡିଲା ବନ୍ଧୁକ ରାକେଟ ମାଷ୍ଟରମାଇଣ୍ଡ, ମୁଙ୍ଗେରରେ ମାଡିବସିଲା କ୍ରାଇମବ୍ରାଞ୍ଚ
Array