Gunfire Exchange: ପୋଲିସ୍ ଓ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର୍, ୧୬ ମାଓବାଦୀ ମୃତ
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଛନ୍ତି । ସୁକମା ପୋଲିସଏହି ସୂଚନା ଦେଇଛି। DRG ଏବଂ CRPF କୋବ୍ରା ଯବାନଙ୍କ ମିଳିତ ଅପରେସନରେ ଏହି ସଫଳତା ମିଳିଛି । ଏବେ ବି ଅପମ୍ପଲ୍ଲୀ ଜଙ୍ଗଲରେ ଗୁଳି ବିନିମୟ ଜାରି ରହିଛି।