Hanuman Birth Story: ସୂର୍ଯ୍ୟଙ୍କୁ ପାଚିଲା ଫଳ ଭାବିଥିବା ଶିଶୁଟି କିଏ? ପବନପୁତ୍ରଙ୍କ ନାମ କେମିତି ହେଲା ହନୁମାନ?
ପ୍ରଭୁ ହନୁମାନଙ୍କର ଜନ୍ମ ଓ ପିଲାଦିନକୁ ନେଇ ଭାରତୀୟ ପୁରାଣରେ ଅନେକ ରୋଚକ କାହାଣୀ ରହିଛି। ବାଲ୍ମିକୀ ରାମାୟଣ ଅନୁସାରେ, ପୃଥିବୀର ଉତ୍ତର ଦିଗରେ ସୁମେରୁ ବୋଲି ଏକ ବଡ ପର୍ବତ ଥିଲା, ଯାହା ମାଟି କିମ୍ବା ପଥରରେ ନୁହେଁ। ସେ ପର୍ବତ ସୁନାର ପର୍ବତ। ଏହା କେମିତି ହନୁମାନଙ୍କ ଜୀବନ ସହିତ ଜଡ଼ିତ ପଢ଼ନ୍ତୁ।