Harish Tandon: ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ନିଯୁକ୍ତ ହେଲେ ଜଷ୍ଟିସ୍ ହରିଶ ଟଣ୍ଡନ । ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂଙ୍କର ଅବସର ପରେ ଏହି ସ୍ଥାୟୀ ମୁଖ୍ୟ ବିଚାରପତି ପଦ ଖାଲି ରହିଥିଲା । ପଢନ୍ତୁ ପୁରା ଖବର

Harish Tandon: ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ
Array