Health Tips: ଆପଣ ଗାଧୋଇବା ବେଳେ ଏହି ଭୁଲ୍ କରୁଛନ୍ତି କି… ହୋଇପାରେ ବ୍ରେନ୍‌ଷ୍ଟ୍ରୋକ୍

ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ଗାଧୋଇବା ସମୟରେ ସିଧାସଳଖ ମୁଣ୍ଡରେ ପାଣି ଢାଳିବା ଠିକ୍ ନୁହେଁ। ଏହା ଦ୍ୱାରା ହାର୍ଟଆଟାକ୍ ଓ ବ୍ରେନ୍‌ଷ୍ଟ୍ରୋକ୍ ଆଶଙ୍କା ବଢିଥାଏ। ତେବେ ସ୍ନାନ କରିବାର ଠିକ୍ ଉପାୟ କ’ଣ ଆସନ୍ତୁ ଜାଣିବା।

Health Tips: ଆପଣ ଗାଧୋଇବା ବେଳେ ଏହି ଭୁଲ୍ କରୁଛନ୍ତି କି… ହୋଇପାରେ ବ୍ରେନ୍‌ଷ୍ଟ୍ରୋକ୍
Array