Heat Wave Alert: ପୁଣି ଉପରମୁହାଁ ପାରଦ, ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

କିଛି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ବିଶେଷକରି ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇପାରେ ।

Heat Wave Alert: ପୁଣି ଉପରମୁହାଁ ପାରଦ, ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା
Array