Heat Wave Alert: ରାଜ୍ୟରେ ଫେରିଲା ତାତି, ୩ ଦିନ ପାଇଁ ହିଟୱେଭ୍ ୱାର୍ଣ୍ଣିଂ

କାଳବୈଶାଖୀ ପରେ ରାଜ୍ୟରେ ପୁଣି ଫେରିଛି ତାତି । ଆଜିଠୁ ୩ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ହିଟୱେଭ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ୪୦ ଡିଗ୍ରୀ କିମ୍ବା ତା'ଠୁ ଅଧିକ ରହିବ ତାପମାତ୍ରା ।

Heat Wave Alert: ରାଜ୍ୟରେ ଫେରିଲା ତାତି, ୩ ଦିନ ପାଇଁ ହିଟୱେଭ୍ ୱାର୍ଣ୍ଣିଂ
Array