Heat Wave: ରାଜଧାନୀରେ ୩୭ ଟପିଲା ପାରଦ

ମାର୍ଚ୍ଚ ଅଧା ନ ହେଉଣୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଗତକାଲି ପାରଦ ୪୦ ପାର ହୋଇଥିବା ବେଳେ ଆଜି ମଧ୍ୟ ସମଗ୍ର ରାଜ୍ୟରେ ନିଆଁ ବର୍ଷୁଛି। ସେହିପରି ଚଳିତ ବର୍ଷ ପ୍ରଥମ ଥର ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୩୭ ଡିଗ୍ରୀ ପାର କରିଛି।

Heat Wave: ରାଜଧାନୀରେ ୩୭ ଟପିଲା ପାରଦ
Array