Heatwave Hotspot Boudh: ହିଟୱେଭର ନୂଆ ହଟସ୍ପଟ ପାଲଟିଛି ବୌଦ୍ଧ
ଦିନ ଥିଲା, ହିଟୱେଭର ହଟସ୍ପଟ୍ ପାଲଟିଥିଲା ଟିଟିଲାଗଡ଼। କିଏ ୟାକୁ କହୁଥିଲା ତତଲାଗଡ଼ ତ ଆଉ କିଏ ଟିଟିଲାଗଡ଼ ଉପରେ ଗୀତ ରଚନା କରିଥିଲେ। ହେଲେ ତାପମାତ୍ରାର ସର୍ବକାଳୀନ ରେକର୍ଡ ଭାଙ୍ଗି ଏକଦା ୫୦ ଡିଗ୍ରୀ ଟପିଥିବା ଟିଟିଲାଗଡ଼ ଆଉ ଆଗ ଭଳି ନାହିଁ।