Heavy Rain Alert: ସୃଷ୍ଟି ହେଲା ଲଘୁଚାପ, ୨୭ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ସମ୍ଭାବନା

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା। ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Heavy Rain Alert: ସୃଷ୍ଟି ହେଲା ଲଘୁଚାପ, ୨୭ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ସମ୍ଭାବନା
Array