Heavy Rain and Thunderstorms in Odisha: ଅଧା ଓଡ଼ିଶାରେ ପ୍ରବଳ ବର୍ଷିବ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ!
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ହାଲୁକା ବର୍ଷା ସହ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ବେଳକୁ ବର୍ଷାର ପରିମାଣ ହ୍ରାସ ପାଇବ।