Heavy Rain Likely in Odisha: ୨୭ରେ ଲଘୁଚାପ, ଓଡ଼ିଶାର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ !

୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୭ ଓ ୨୮ ତାରିଖରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Heavy Rain Likely in Odisha: ୨୭ରେ ଲଘୁଚାପ, ଓଡ଼ିଶାର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ !
Array