Heavy Rainfall Alert: ୭ ଯାଏଁ ପ୍ରବଳ ବର୍ଷା, ଚେତାବନୀ ଜାରି କଲା ପାଣିପାଗ ବିଭାଗ

ଆସନ୍ତା ୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ଆଇଏମଡି ଆକଳନ କରିଛି ।

Heavy Rainfall Alert: ୭ ଯାଏଁ ପ୍ରବଳ ବର୍ଷା, ଚେତାବନୀ ଜାରି କଲା ପାଣିପାଗ ବିଭାଗ
Array