Heavy Rainfall in Odisha: ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ଛେଚିବ; ୱାର୍ଣ୍ଣିଂ ଜାରି

ଆଜି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ଅଧିକାଂଶ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

Heavy Rainfall in Odisha: ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ଛେଚିବ; ୱାର୍ଣ୍ଣିଂ ଜାରି
Array