High Alert In Bhubaneswar: ଭୁବନେଶ୍ୱର ଷ୍ଟେସନରେ ହାଇ ଆଲର୍ଟ; ଫ୍ଳାଗ୍ ମାର୍ଚ କଲା RPF

ସନ୍ଦିଗ୍ଧ ବ୍ୟକ୍ତି କିମ୍ବା ସନ୍ଦେହ ଜନକ ଜିନିଷ ଦେଖିବା ମାତ୍ରେ ତୁରନ୍ତ GRP କିମ୍ବା RPF କୁ ସୂଚନା ଦେବା ପାଇଁ ଲୋକଙ୍କୁ କୁହାଯାଉଛି । ସେହିଭଳି କୌଣସି ଲୋକ ସନ୍ଦେହଜନକ କାର୍ଯ୍ୟ କରୁଥିବା ଦେଖିଲେ ତୁରନ୍ତ ଖବର ଦେବା ପାଇଁ RPF ପକ୍ଷରୁ କୁହାଯାଇଛି ।

High Alert In Bhubaneswar: ଭୁବନେଶ୍ୱର ଷ୍ଟେସନରେ ହାଇ ଆଲର୍ଟ; ଫ୍ଳାଗ୍ ମାର୍ଚ କଲା RPF
Array