High Court: କଟକ SCBରେ ଶିଶୁ ବଦଳ ଅଭିଯୋଗ ମାମଲା, ଜବାବ ଦାଖଲ ପାଇଁ ପ୍ରତିପକ୍ଷଙ୍କୁ ନୋଟିସ୍‌ କଲେ ହାଇକୋର୍ଟ

ଅଭିଯୋଗ ଅନୁସାରେ, ଗତ ଫେବ୍ରୁଆରୀ ୧୦ ତାରିଖରେ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ ପ୍ରସୂତି । ପରଦିନ ୧୧ ତାରିଖରେ ତାଙ୍କର ଏକ ଝିଅ ଜନ୍ମ ହୋଇଥିଲା । ପରିବାର ଲୋକ ନବଜାତର ଫଟୋ ବି ଉଠାଇଥିଲେ ।

High Court: କଟକ SCBରେ ଶିଶୁ ବଦଳ ଅଭିଯୋଗ ମାମଲା, ଜବାବ ଦାଖଲ ପାଇଁ ପ୍ରତିପକ୍ଷଙ୍କୁ ନୋଟିସ୍‌ କଲେ ହାଇକୋର୍ଟ
Array