Holi celebration: ଆଜି ରଙ୍ଗର ପର୍ବ ହୋଲି; କ’ଣ ରହିଛି ପୌରାଣିକ ଗାଥା

ପିଲାଠୁ ବୁଢା ଆଜି ସମସ୍ତେ ହୋଲି ରଙ୍ଗରେ ରଙ୍ଗୀନ ହେବେ। ପୂରା ଦେଶ ବିଭିନ୍ନ ରଙ୍ଗରେ ରଙ୍ଗୀନ ହେବ। ରଙ୍ଗ, ଅବିର ଓ ପିଚକାରୀ ସହ ଭଳି କି ଭଳି ଚଷମା ଓ ଟୋପି ଆଦି କିଣା ସରିଛି। ଶ୍ରୀମନ୍ଦିର ତଥା ବିଭିନ୍ନ ଦେବାଳୟ ମାନଙ୍କରେ ମଧ୍ୟ ହୋଲିକୁ ନେଇ ସ୍ୱତନ୍ତ୍ର ନୀତିକାନ୍ତି ରହିଛି।

Holi celebration: ଆଜି ରଙ୍ଗର ପର୍ବ ହୋଲି; କ’ଣ ରହିଛି ପୌରାଣିକ ଗାଥା
Array