Holi Celebration: ଯାଦବ ହୋଲିରେ ବାଡ଼ି ଖେଳ....ଏକ ନିଆରା ପରମ୍ପରା...
ଯାଦବମାନଙ୍କ ଏକ ନିଆରା ପରମ୍ପରା ହେଉଛି ବାଡି ଖେଳ । ସ୍ବତନ୍ତ୍ର କେନ୍ଦୁ ବାଡିକୁ ପୂଜାର୍ଚ୍ଚନା କରାଯାଇଥାଏ । ତାପରେ ଯାଦବ ସମାଜର ଯୁବକ ମାନେ ବାଡିକୁ ଧରି ଦୁଲଦୁଲିର ତାଳେ ତାଳେ ନାଚ କରିଥାନ୍ତି । ବିଭିନ୍ନ କୌଶଳ ଦେଖାଇବା ସହିତ, ବାଡିକୁ ବାଡି ବାଡେଇ ରଂଗ ଖେଳନ୍ତି ଯାଦବ ଟୋକା । ଦ୍ବାପର ଯୁଗରୁ ଚାଲି ଆସୁଛି ଏହି ବାଡ଼ି ପରମ୍ପରା ।